ଓଡ଼ିଶାରେ ଖୋଲିବ ହାତୀଙ୍କ ପାଠଶାଳା : ହାତୀ ଆକ୍ରମଣରେ ମୃତ୍ୟୁ ହେଲେ ମିଳିବ ୬ଲକ୍ଷ
ଭୁବନେଶ୍ବର: ଦିନକୁ ଦିନ ଉଗ୍ର ହେବାରେ ଲାଗିଛି ହାତୀ ମଣିଷ ଲଢେଇ । କେତେବେଳେ ହାତୀ ଆକ୍ରମଣରେ ମଣିଷର ଜୀବନ ଯାଉଛି । ତ କେତେବେଳେ ହାତୀର ଜୀବନ ଯାଉଛି । ତେବେ ଏ ନେଇ ଏକ ଗୁରୁତ୍ବପୂର୍ଣ୍ଣ ସୂଚନା ଦେଇଛନ୍ତି ପିସିସିଏଫ୍ ଦେବୀଦତ୍ତ ବିଶ୍ବାଳ । ସେ କହିଛନ୍ତି ହାତୀ ଆକ୍ରମଣରେ ମୃତ୍ୟୁବରଣ…