Latest Odisha News

BREAKING NEWS

Yearly Archives

2023

ନିଶା କାରବାରକୁ କେନ୍ଦ୍ରକରି ଗୁଳିକାଣ୍ଡ, ଜଣେ ଗୁରୁତର

ଖୋର୍ଦ୍ଧା : ସାମାନ୍ୟ ବଚସାରୁ ଫୁଟିଲା ଗୁଳି । ଜଣେ ଯୁବକ ଗୁରୁତର । ଗୁଳିମାଡ଼ କରି ଦୁର୍ବୃତ୍ତ ଫେରାର । ଏଭଳି ଏକ ଅଭାବନୀୟ ଘଟଣା ଖୋର୍ଦ୍ଧା ଟାଉନ ଥାନା ଅନ୍ତର୍ଗତ ପାନବରଜ ଗାଁରେ ଘଟିଛି । ସୂଚନା ଅନୁଯାୟୀ, ଗତକାଲି ପାନବରଜ ଗ୍ରାମର ଛକ ନିକଟରେ ଥିବା ଅଙ୍ଗନବାଡ଼ି କେନ୍ଦ୍ର ସାମ୍ନାରେ…

ସକାଳୁ ଛଟପଟ କଲାଣି ତାତି, ସାଢେ ୮ଟା ସୁଦ୍ଧା ତାପମାତ୍ରା ୩୨ ଟପିଲା

ଭୁବନେଶ୍ୱର:ଅସହ୍ୟ ହେଉଛି ତାତି ସାଙ୍ଗକୁ ଗୁଳୁଗୁଳି । ଛଟପଟ ହେଉଛନ୍ତି ରାଜ୍ୟବାସୀ । ହିଟ ୱେଭ ସକାଳ ୮ଟାରେ ବି ଅସ୍ତବ୍ୟସ୍ତ କରିଦେଉଛି । ଗତକାଲି ପଶ୍ଚିମ ଓଡ଼ିଶାରେ ସତେ ଯେମିତି ନିଆଁ ବର୍ଷା ହେଉଥିଲା । ଆଜି ବି ସେଥିରୁ ନିସ୍ତାର ନାହିଁ । ଆଜି ଓ ଆସନ୍ତାକାଲି ପ୍ରବଳ ଗ୍ରୀଷ୍ମ ପ୍ରବାହ…

ନଷ୍ଟ ହେବନି ଅସ୍ତି; ଏସ୍‌ସିବି ମେଡିକାଲ୍‌ କଲେଜ୍‌ରେ ପ୍ରତିଷ୍ଠା ହେବ ରାଜ୍ୟରେ ପ୍ରଥମ ବୋନ୍ ବ୍ୟାଙ୍କ

କଟକ: ରାଜ୍ୟରେ ପ୍ରଥମ ଅସ୍ତି(ବୋନ୍) ବ୍ୟାଙ୍କ କଟକରେ ଖୋଲିବାକୁ ଯାଉଛି। ଏଥିପାଇଁ ଏସ୍‌ସିବି ମେଡିକାଲ୍ କଲେଜ୍  ଅସ୍ଥିଶଲ୍ୟ(ଅର୍ଥୋପେଡିକ୍‌) ବିଭାଗରେ ଆବଶ୍ୟକୀୟ ଭିତ୍ତିଭୂମି ପ୍ରସ୍ତୁତି ସରିଥିବା ବେଳେ ମେସିନ୍‌ ପାଇଁ ଟେଣ୍ଡର ଡକାଯାଇଛି। ଏସବୁ ସରିବା ପରେ ଆସନ୍ତା ୨୯ତାରିଖରେ ପରେ କଡ଼କ…

ଆଜି ଦିନ ୧୧.୩୦ରେ ହେବ ମାଟ୍ରିକ୍ ପରୀକ୍ଷା ଫଳ ତାରିଖ ଘୋଷଣା

ଭୁବନେଶ୍ୱର: ଆଜି ପୂର୍ବାହ୍ନ ୧୧.୩୦ ଟା ବେଳେ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଦଶମ(ମାଟ୍ରିକ୍) ପରୀକ୍ଷା ଫଳ ତାରିଖ ଘୋଷଣା କରାଯିବ। ବୋର୍ଡର ଉପସଭାପତି ଉପସଭାପତି ଡକ୍ଟର ନିହାର ରଞ୍ଜନ ମହାନ୍ତି ଏହି ସୂଚନା ଦେଇଛନ୍ତି। ମଙ୍ଗଳବାର କଟକ ବୋର୍ଡ କାର୍ଯ୍ୟାଳୟରେ ଏକ ସାମ୍ବାଦିକ…

ରାଜପରିବାର ବିରୋଧରେ ଯୌତୁକ ଅଭିଯୋଗ ଆଣିଲେ ବୋହୂ ଅଦ୍ରିଜା  

ବଲାଙ୍ଗିର : ରାଜପରିବାର ବିରୋଧରେ ସାଂଘାତିକ ଅଭିଯୋଗ । ଯୌତୁକ ନିର୍ଯାତନା ସହ ମାରିପିଟ୍ କରୁଥିବା ଭଳି ସଙ୍ଗୀନ ଅଭିଯୋଗ ଆଣିଛନ୍ତି ରାଜପରିବାରର ବୋହୂ । ବଲାଙ୍ଗୀରର ରାଜପରିବାର ଅନଙ୍ଗ ଉଦୟ ସିଂ ଦେଓଙ୍କ ସାନ ପୁଅ ଅର୍କେଶ ସିଂ ଦେଓଙ୍କ ବିରୋଧରେ ଘରୋଇ ହିଂସା ଅଭିଯୋଗ ଆଣିଛନ୍ତି ତାଙ୍କ…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର (୧୬)

ମୂଳ ଇଂରାଜୀ : ଅନନ୍ତିନୀ  ‘ଝୁମ୍ପା’  ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ “ଏଇଟି ଗୋଟେ ଲମ୍ବା କାହାଣୀ”, ବୀରା ଆରମ୍ଭ କଲା, “ଆମେ ଜନ୍ମ ହେବାଠାରୁ ମାନହଟ୍ଟନ୍‌ରେ ବଢ଼ି ଆସିଚୁ । ବାବାଙ୍କ ବଦଳିଯୋଗୁଁ ଭାରତ ଆସିବାକୁ ପଡ଼ିବ, ଜାଣିବା ଯାଏଁ, ଏଇ ସହର ହିଁ ଆମର ସବୁ କିଛି ଥିଲା ।”…

କବିତା : ଅଭିଯୋଗ ଯେତେ ଥିଲା

ସଞ୍ଜିତା ପ୍ରଧାନ ଆକାଶର ସବୁ ନକ୍ଷତ୍ର ଯେବେ ଷଡ଼ଯନ୍ତ୍ର ରଚନା କରିବାରେ ଅଗ୍ରୀମ ସ୍ଥାନ ଗ୍ରହଣ କରି ସାରିଛନ୍ତି, ଶୁଭଲଗ୍ନ ମୃତବତ୍ ଲୋଟିପଡିଛନ୍ତି ଅଶୁଭର ପଶାପାଲିରେ, ସ୍ପଷ୍ଟ ଦୃଶ୍ୟମାନ ହେଉଥିବା ଅନେକ କିଛି ଆଶ୍ରୟ ନେଇଛନ୍ତି ଧୂମୀୟ ଆବରଣେ, ନୟନ ଯୁଗଳ ବହଳ କଳାକନାକୁ ଆଜୀବନ…

ଭାଷା ଭାଗବତ : ଅଶେଷ କ୍ଳେଶ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଅନାମ ସାଂବାଦିକଗଣ ଯାହା ଲେଖଂତି ପ୍ରତି ଦିନ ତାହା ହିଁ ଅଧିକ ପଠିତ ହେଉଛି, ଏହା ପୂରା ସତ ଲେଖକ ନାମ ଦେଖି କେହି ପଢ଼ଂତିନାହିଁ ଯେଣୁ ବହି ସଂସ୍ଥାର ଅଜଣା ଲେଖକ ରଖଂତି ସ୍ବଭାଷାର ଟେକ ସବୁ କଥା ଜାଣିବା ପାଇଁ ଦୈନିକ…

ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ଯ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ସେବକଙ୍କ ବିଷୟରେ ଆଲୋଚନା କରିବା ସମୟରେ ଗୋଟିଏ କଥା ମନକୁ ଆସେ। ଏତେ ସବୁ ସେବା ସୃଷ୍ଟି କଲା କିଏ ? କାରଣ ଗୋଟିଏ ଗୋଟିଏ କାର୍ଯ୍ୟ ସମ୍ପାଦନ ପାଇଁ ୩ /୪ ପ୍ରକାର…

ଜହ୍ନି ଖାଇବା ଦ୍ୱାରା ଏହି ସବୁ ରୋଗରୁ ପାଇବେ ମୁକ୍ତି

ଜହ୍ନି ଏକ ଲୋକପ୍ରିୟ ପରିବା । ଜହ୍ନିକୁ ଖାଇବାକୁ ସମସ୍ତେ ପସନ୍ଦ କରିଥାଆନ୍ତି । ଅନେକ ତରକାରୀରେ ମଧ୍ୟ ଆମେ ଜହ୍ନି ବ୍ୟବହାର କରିଥାଉ । ତେବେ ବହୁ ଲୋକ ଅଛନ୍ତି ଯେଉଁମାନେ ଜହ୍ନିକୁ ପସନ୍ଦ କରନ୍ତି ନାହିଁ । ଜହ୍ନି ଏକ କମ୍ କ୍ୟାଲୋରୀଯୁକ୍ତ ପନିପରିବା, ଯାହା ଫାଇବର, ଭିଟାମିନ୍ ସି ଏବଂ…