ସମ୍ପୂର୍ଣ୍ଣ ଫିଟ ହେବା ପାଇଁ ହାର୍ଦ୍ଦିକଙ୍କୁ ଲାଗିବ ଆହୁରି ୧୮ ସପ୍ତାହ
ନୂଆଦିଲ୍ଲୀ: ଭାରତୀୟ କ୍ରିକେଟ ଟିମର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ଆଘାତ ସମସ୍ୟାରୁ ମୁକୁଳିବା ପାଇଁ ଉଦ୍ୟମ ଜାରୀ ରଖିଛନ୍ତି । ଆଘାତ ସମସ୍ୟା ଯୋଗୁ ସେ ବିଶ୍ୱକପର ଅଧିକାଂଶ ମ୍ୟାଚ ଖେଳିପାରି ନ ଥିଲେ । ଦକ୍ଷିଣ ଆଫ୍ରିକା ଗସ୍ତରେ ସେ ଦଳକୁ ଫେରିବେ ବୋଲି ଆଶା କରାଯାଉଥିଲେ ମଧ୍ୟ…