ରେଲଓ୍ୱେର ‘ଗୋଟିଏ ଷ୍ଟେସନ ଗୋଟିଏ ଉତ୍ପାଦ’ ଆଉଟଲେଟ ଖୋଲିଲା ୩୧ଟି
ଭୁବନେଶ୍ୱର: ଓଡ଼ିଶା ସମେତ ଦେଶର ୨୧ଟି ରାଜ୍ୟ ଓ ୩ଟି କେନ୍ଦ୍ର ଶାସିତ ଅଞ୍ଚଳର ରେଳ ଷ୍ଟେସନରେ ସ୍ଥାନୀୟ ଉତ୍ପାଦର ପ୍ରଚାର ଓ ବିକ୍ରି ପାଇଁ ରେଳ ମନ୍ତ୍ରାଳୟ ପକ୍ଷରୁ 'ଗୋଟିଏ ଷ୍ଟେସନ ଗୋଟିଏ ଉତ୍ପାଦ' (ଓଏସ୍ଓପି) ଯୋଜନା ଆରମ୍ଭ କରାଯାଇଛି। ମାର୍ଚ୍ଚ ୨୫, ୨୦୨୨ରେ ଆରମ୍ଭ ହୋଇଥିବା ଏହି ଯୋଜନାରେ…