ଅତି ଭୀଷଣ ବାତ୍ୟା ରୂପ ନେଲା ‘ମୋକା’
ଭୁବନେଶ୍ୱର: ଦକ୍ଷିଣପୂର୍ବ ତତସଂଲଗ୍ନ କେନ୍ଦ୍ରୀୟ ବୋଙ୍ଗୋପସାଗର ଅଞ୍ଚଳରେ ଅତିଭୀଷଣ ବାତ୍ୟା ରେ ପରିଣତ ହେଲା ମୋକା । ଆଜି ସକାଳ ୫.୩୦ର ପର୍ଯ୍ୟବେକ୍ଷଣ ଅନୁଯାୟୀ ଗତ ୬ ଘଣ୍ଟାରେ ଘଣ୍ଟା ପ୍ରତି ବେଗ ୯କିମି ହାରରେ ଉତ୍ତରଆଡକୁ ଗତିକରୁଛି । ୧୩.୨ ଡ଼ିଗ୍ରୀ ଉତ୍ତର ଅକ୍ଷାଂଶ ଏବଂ ୮୮.୧…