କର୍ଣ୍ଣାଟକରେ ଚାଲିଛି ମତଦାନ; ଭୋଟ ଦେବା ପାଇଁ ସବୁ ଭୋଟରଙ୍କୁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
ବାଙ୍ଗାଲୋର: କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ଚାଲିଛି ମତଦାନ । କର୍ଣ୍ଣାଟକ ବିଧାନସଭା ଆସନ ପାଇଁ ଆଜି ସକାଳ ୭ଟାରୁ ଆରମ୍ଭ ହୋଇଯାଇଛି ମତଦାନ । ସଂଧ୍ୟା ୬ଟା ପର୍ଯ୍ୟନ୍ତ ମତଦାନ ଚାଲିବ । ରାଜ୍ୟରେ ୫ କୋଟି ୩୧ ଲକ୍ଷରୁ ଅଧିକ ଭୋଟର ଆଜି ତାଙ୍କର ମତଦାନ ସାବ୍ୟସ୍ତ କରିବେ । ସାରା ରାଜ୍ୟରେ…