ବଲାଙ୍ଗିର ଦୁର୍ଘଟଣା: ସାନ ଝିଅ ପରେ ଆଖି ବୁଜିଲେ ବଡଝିଅ ଓ ବାପା
ବଲାଙ୍ଗିର:ମୃତ୍ୟୁ ଏମିତି ଅତର୍କିତ ଆସେ ଭାବିଲେ ଆଶ୍ଚର୍ଯ୍ୟ ଲାଗେ । ଘରୁ ବାହାରିଥିଲେ ବାପାଙ୍କ ସହ ଦୁଇ ଝିଅ । ଆଧାରକାର୍ଡ ଅପଡେଟ କରିବେ । ପୁଣି ଘରକୁ ଫେରିବେ । ହେଲେ କେହି ଫେରିଲେନି । ଜଣକ ପରେ ଜଣେ ଚାଲିଗଲେ । ଏମିତି ଦୁଃଖଦ ଘଟଣା ଘଟିଛି ବଲାଙ୍ଗୀର ଜିଲ୍ଲାରେ ।
ସକାଳେ…