ଦୁର୍ଘଟଣା ହ୍ରାସ ଲକ୍ଷ୍ଯ: କଡା କଡି ଚେକିଂ କରିବାକୁ ଡିଜିପିଙ୍କୁ ଉଷା ପାଢୀଙ୍କ ଚିଠି
ଭୁବନେଶ୍ୱର: ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଇବା ଦ୍ୱାରା ଘଟୁଥିବା ସଡ଼କ ଦୁର୍ଘଟଣାକୁ ରୋକିବା ପାଇଁ ରାଜ୍ୟ ସରକାର ଏଭଳି ଚାଳକଙ୍କ ବିରୋଧରେ କଠୋର ପଦକ୍ଷେପ ନେବାକୁ ନିଷ୍ପତ୍ତି ନେଇଛନ୍ତି। ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଚାଳକଙ୍କୁ ଗିରଫ କରିବା ପାଇଁ ବାଣିଜ୍ୟ ଓ ପରିବହନ ବିଭାଗର…