ସର୍ଭିସ ରିଭଲଭରରୁ ଗୁଳି କରି ସିଆରପିଏଫ ଅଫିସରଙ୍କ ଆତ୍ମହତ୍ୟା
ରାୟଗଡା:ରାୟଗଡାରେ ସିଆରପିଏଫ ଆସିଷ୍ଟାଣ୍ଡ କମାଣ୍ଡାଣ୍ଟଙ୍କ ଆତ୍ମହତ୍ୟା । ଆସିଷ୍ଟାଣ୍ଡ କମାଣ୍ଡାଣ୍ଟ ସୁନୀଲ କୁମାର ନିଜ ସର୍ଭିସ ରିଭଲଭରରୁ ଗୁଳି ଫୁଟାଇ ଆତ୍ମହତ୍ୟା କରିଛନ୍ତି । ସେ ଚତୁର୍ଥ ବାଟାଲିୟନ ସିଆରପିଏଫ ମୁଖ୍ୟ କାର୍ଯ୍ୟାଳୟରେ ସେକେଣ୍ଡ ଇନ୍ କମାଣ୍ଡାଣ୍ଟ ଭାବେ କାର୍ଯ୍ୟରତ ଥିଲେ…