Latest Odisha News

BREAKING NEWS

Yearly Archives

2023

ଆଉ କଂଗ୍ରେସରେ ଭଲ ଲାଗୁନି, ବିଜେପି ଯିବେ ପାଇଲଟ !

ଭୁବନେଶ୍ୱର: କଂଗ୍ରେସରେ ଗୋଟିଏ ପଟେ ସମ୍ଭାବନା ତ ଆଉ ଗୋଟିଏ ପଟେ ନିରାଶା ବଢି ବଢି ଚାଲିଛି। କର୍ଣ୍ଣାଟକ ନିର୍ବାଚନରେ ଦଳ ପାଇଁ ଅନେକ ସମ୍ଭାବନାକୁ ନେଇ ଚର୍ଚ୍ଚା ହେଉଥିବା ବେଳେ ରାହୁଲଙ୍କ ଭବିଷ୍ୟତକୁ ନେଇ କଂଗ୍ରେସ ବେଶ ଆଶାବାଦୀ। ସେପଟେ ରାଜସ୍ଥାନରେ ଯୁବ ନେତା ତଥା ପୂର୍ବତନ…

‘ମହାରାଷ୍ଟ୍ର ରାଜନୀତି’, ଅଜିତ ହେବେ ମୁଖ୍ୟମନ୍ତ୍ରୀ !

ଭୁବନେଶ୍ୱର: ଏନସିପି ନେତା ଅଜିତ ପାୱାରଙ୍କୁ ନେଇ ମହାରାଷ୍ଟ୍ର ରାଜନୀତିରେ ଦ୍ବନ୍ଦ୍ୱ ବଢ଼ିବାରେ ଲାଗିଛି। ନିଜ ସମର୍ଥିତ ଦଳୀୟ ବିଧାୟକଙ୍କ ସହ ଅଜିତ ବିଜେପିରେ ମିଶିବେ ବୋଲି କେବେଠୁ ଚର୍ଚ୍ଚା ହେଉଛି। ସେ ଏହାକୁ ଖଣ୍ଡନ କରି ଆସୁଛନ୍ତି। କିନ୍ତୁ ତାଙ୍କର ପ୍ରତ୍ୟେକ କଥା ଓ ପୂର୍ବ…

ସୋଆର ଉପକୁଳପତି ପ୍ରଫେସର ଶିତିକଣ୍ଠ ମିଶ୍ରଙ୍କୁ ଆଇଆଇଟିଟିଏମ୍ ପକ୍ଷରୁ ସମ୍ବର୍ଦ୍ଧନା

ଭୁବନେଶ୍ୱର: ନିକଟରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ର ଉପକୁଳପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ପ୍ରଫେସର ଶିତିକଣ୍ଠ ମିଶ୍ରଙ୍କୁ ଇଣ୍ଡିଆନ୍ ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଟୁରିଜିମ୍ ଆଣ୍ଡ ଟ୍ରାଭେଲ ମ୍ୟାନେଜମେଂଟ ପକ୍ଷରୁ ସମ୍ବର୍ଦ୍ଧିତ କରାଯାଇଛି । କେନ୍ଦ୍ର ସରକାରଙ୍କ ପର୍ଯ୍ୟଟନ ମନ୍ତ୍ରଣାଳୟ…

ଶେଷ ଓଭରରେ ମୋହିତଙ୍କ କମାଲ, ଲକ୍ଷ୍ନୌକୁ ହରାଇଲା ଗୁଜରାଟ

ଅହମ୍ମଦାବାଦ: ଚଳିତ ଆଇପିଏଲରେ ଶନିବାର ମୋହିତ ଶର୍ମାଙ୍କ ଚମତ୍କାର ବୋଲିଂ ପ୍ରଦର୍ଶନ ବଳରେ ଏକ ରୋମାଂଚକ ମୁକାବିଲାରେ ଗୁଜରାଟ ଟାଇଟନ୍ସ ୭ ରନରେ ଲକ୍ଷ୍ନୌ ସୁପର ଜ୍ୟାଂଟସକୁ ପରାସ୍ତ କରିଛି । ପ୍ରଥମେ ବ୍ୟାଟିଂ କରି ଗୁଜରାଟ ୨୦ ଓଭରରେ ୬ ୱିକେଟ ହରାଇ ୧୩୫ ରନ କରିଥିଲା । ହାର୍ଦ୍ଦିକ…

ଆଗାମୀ ଭବିଷ୍ୟତ ମହିଳାମାନଙ୍କ ଦ୍ୱାରା ପରିଚାଳିତ ହେବ: ଚେୟାରମ୍ୟାନ୍ ଜେଏସଡବ୍ଲୁ ଫାଉଣ୍ଡେସନ

ଭୁବନେଶ୍ୱର: ଜେଏସଡବ୍ଲୁ ଫାଉଣ୍ଡେସନର ଚେୟାରମ୍ୟାନ୍ ସଙ୍ଗୀତା ଜିନ୍ଦଲ ତାଙ୍କ ବିଶେଷ ସମ୍ବୋଧନରେ କହିଛନ୍ତି । ମହିଳା ମାନେ ଅଜିର ସମୟରେ ପୁରୁଷ ମାନଙ୍କ ଠାରୁ କୌଣସି ଗୁଣରେ କମ୍ ନୁହନ୍ତି। ଓଡ଼ିଶା ସ୍କିଲ୍ କନକ୍ଲେଭ୍ର ଦ୍ୱିତୀୟ ଦିନରେ ଦକ୍ଷତା ବିକାଶ ମାଧ୍ୟମରେ ଲିଙ୍ଗଗତ ବ୍ୟବଧାନକୁ ଦୂର…

‘ସାବଧାନ’ ପାଟି ଖୋଲିଲେ ସିବିଆଇ ବାନ୍ଧିବ !

ଭୁବନେଶ୍ୱର: ପୁଲୱାମା ଆକ୍ରମଣ ପ୍ରସଙ୍ଗରେ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥିବା ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ଏବେ ପୁଣି ଚର୍ଚ୍ଚାରେ। ଏଥର ସତ୍ୟପାଲଙ୍କୁ ସିବିଆଇ ସମନକୁ ନେଇ ଦେଶବ୍ୟାପୀ ଆଲୋଚନା ହେଉଛି। ବିହାର, ଜାମ୍ମୁ କାଶ୍ମୀର, ଗୋଆ ଓ କିଛି ଦିନ ପାଇଁ ଓଡିଶାର…

୧୦୧ ବୃଦ୍ଧ କଲେ ସ୍କାଏ ଡାଇଭିଂ: କୌଶଳ ଦେଖାଇ ଜିତିଲେ ଲୋକଙ୍କ ହୃଦୟ

କାଲିଫର୍ଣ୍ଣିଆ:ଦୁନିଆରେ ଦୁଃସାହସିକ ଲୋକମାନଙ୍କର ଅଭାବ ନାହିଁ । ସେମାନେ ଏପରି ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରନ୍ତି ଯାହାକୁ ଦେଖିଲେ ଆପଣଙ୍କ ନିଶ୍ୱାସ ବନ୍ଦ ହୋଇଯିବ । କିନ୍ତୁ ଏହି କାର୍ଯ୍ୟ କରି ସେମାନେ ଅନ୍ୟମାନଙ୍କ ହୃଦୟ ଜିତିବାରେ ସକ୍ଷମ ହୋଇାପାରନ୍ତି । କିନ୍ତୁ କାଲିଫର୍ଣ୍ଣିଆର କିଛି…

କର୍ଣ୍ଣାଟକରେ ମୋଦି କଷ୍ଟ ଦେଲେ, ମଲମ ବି ଲଗାଇଲେ !

ଭୁବନେଶ୍ୱର: କର୍ଣ୍ଣାଟକ ବିଧାନସଭା ନିର୍ବାଚନ ପାଇଁ ମତଦାନ ତାରିଖ ଯେତିକି ପାଖେଇ ଆସୁଛି ରାଜନୈତିକ ଦଳ ଗୁଡ଼ିକର ହାର୍ଟବିଟ ସେତିକି ବଢି ବଢି ଚାଲିଛି। କର୍ଣ୍ଣାଟକ ନିର୍ବାଚନ ବହୁ ଦୃଷ୍ଟିରୁ ଗୁରୁତ୍ୱପୂର୍ଣ୍ଣ ବୋଲି ବିଚାର କରାଯାଉଛି। ବିଜେପି ଓ କଂଗ୍ରେସ ପାଇଁ ନିର୍ବାଚନ ବହୁ ଗୁରୁତ୍ୱ…

ବାଲକୋନୀକୁ ଆସି ଇଦ୍‌ର ଶୁଭେଚ୍ଛା ଜଣାଇଲେ ଶାହରୁଖ

ମୁମ୍ବାଇ: ଆଜି ସମଗ୍ର ଦେଶରେ ଇଦ୍ ପାଳନ ହେଉଛି । ଏ ନେଇ ବଲିଉଡରେ ମଧ୍ୟ ବହୁତ ଉତ୍ସାହ ଦେଖାଦେଇଛି । ଗୋଟିଏ ପଟେ ସଲମାନ ଖାନ ଆମୀର ଖାନଙ୍କ ସହ ଏକ ଫଟୋ ସେୟାର କରି ପ୍ରଶଂସକମାନଙ୍କୁ ଇଦ୍ ଶୁଭେଚ୍ଛା ଜଣାଇଛନ୍ତି । ଅନ୍ୟପଟେ ଶାହାରୁଖ ଖାନ ବାଲକୋନୀକୁ ଆସି ତାଙ୍କ ପ୍ରଶଂସକଙ୍କୁ ଇଦ୍‌ର…

ନିର୍ବାଚନ ବେଳେ ବିଜେପିର ମନ୍ତବ୍ୟକୁ ମହିଳା ବିରୋଧୀ କହିଲା ବିଜେଡି

ଭୁବନେଶ୍ୱର: ଝାରସୁଗୁଡା ଉପନିର୍ବାଚନରେ ଯେଉଁଭଳି ବିଜେଡି ପ୍ରାର୍ଥୀ ଦୀପାଳି ଦାସଙ୍କୁ ବିଜେପି ସମାଲୋଚନା କରୁଛି ତାହା ସମାନ ଭାବରେ ବି‌ଜେପି ନେତାମାନେ ପଦମପୁର ଉପନିର୍ବାଚନ ବେଳେ ଏବେର ବିଧାୟକ ତଥା ବିଜେଡିର ମହିଳା ପ୍ରାର୍ଥୀ ବର୍ଷା ସିଂ ବରିହାଙ୍କୁ ବ୍ୟକ୍ତିଗତ ଆକ୍ଷେପ କରିବା ସହ…