ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର, ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ହେବ ଶେଷକୃତ୍ୟ
ଭୁବନେଶ୍ୱର : ଜନ୍ମମାଟି ଅଭିମୁଖେ ସହିଦ ଦେବାଶିଷଙ୍କ ପାର୍ଥିବ ଶରୀର । ସହିଦଙ୍କ ମରଶରୀର ଜନ୍ମ ମାଟିରେ ପହଞ୍ଚିବା ପରେ ପୂର୍ଣ୍ଣ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷକୃତ୍ୟ ସଂପନ୍ନ ହେବ । ପ୍ରଶାସନ ପକ୍ଷରୁ ସହିଦ ଦେବାଶିଷଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯିବାର ବ୍ୟବସ୍ଥା କରାଯାଇଛି । ଗାଁ…