ଏହି ସେଲିବ୍ରେଟିଙ୍କ ପାଇଁ ବ୍ଲୁ ଟିକ୍ ସବ୍ସକ୍ରିପ୍ସନ ଟଙ୍କା ଦେଉଛନ୍ତି ଏଲନ ମସ୍କ; ଟ୍ୱିଟ୍ରେ ଖୁଲାସା
ନୂଆଦିଲ୍ଲୀ: ବ୍ଲୁ ଟିକ୍ ସବ୍ସକ୍ରିପ୍ସନ୍ ଘୋଷଣା ହେବା ପର ଠାରୁ ଯେଉଁ ବିଶିଷ୍ଟ ବ୍ୟାକ୍ତିମାନେ ସବ୍ସକ୍ରିପସନ ନେଇ ନାହାନ୍ତି ସେମାନଙ୍କ ଟ୍ୱିଟର ଆକାଉଣ୍ଟରୁ ବ୍ଲୁ ଟିକ୍ କାଢ଼ି ଦିଆଯାଇଛି। ବଲିଉଡ୍ର ଶାହରୁଖ ଖାନ, ସଲମାନ, ଅମିତାଭ ବଚ୍ଚନଙ୍କ ଭଳି ଅନେକ ସେଲିବ୍ରେଟିଙ୍କ ବ୍ଲୁଟିକ୍ ହଟାଇ…