ସମ୍ବଲପୁରରେ ୧୨ ଘଣ୍ଟା କର୍ଫ୍ୟୁ କୋହଳ, ଗୋଟିଏ ଜାଗାରେ ଏକାଠି ହେବାକୁ ମନା
ସମ୍ବଲପୁର: ସମ୍ବଲପୁରରେ ୧୨ ଘଣ୍ଟା କର୍ଫ୍ୟୁ କୋହଳ କରାଯାଇଛି। ଆଜି ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରାଯାଇଛି। ଏହା ପୂର୍ବରୁ ମଧ୍ୟ ୧୧ ଘଣ୍ଟା ପାଇଁ କର୍ଫ୍ୟୁ କୋହଳ କରାଯାଇଥିଲା। ସକାଳ ୭ରୁ ସନ୍ଧ୍ୟା ୬ ପର୍ଯ୍ୟନ୍ତ କର୍ଫ୍ୟୁ କୋହଳ କରିଥିଲା ପ୍ରଶାସନ। ଅନ୍ୟପଟେ…