ଆସନ୍ତା ମାସରେ ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ
ଭୁବନେଶ୍ୱର: ଆସନ୍ତାମାସରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । MSCB ୟୁନିଭର୍ସିଟି ସମାବର୍ତ୍ତନ ଉତ୍ସବରେ ଯୋଗଦେବେ ମହାମହିମ ରାଷ୍ଟ୍ରପତି । ମେ’ ୯ରେ ଆୟୋଜିତ ହେବ ମହାରାଜା ଶ୍ରୀରାମ ଚନ୍ଦ୍ର ଭଞ୍ଜଦେଓ ୟୁନିଭର୍ସିଟିର ସମାବର୍ତ୍ତନ ଉତ୍ସବ । ଏହି ଉତ୍ସବରେ ଯୋଗ ଦେବା…