ବୈଦ୍ୟୁତିକ ଯାନର ଲୋକପ୍ରିୟତା ବୃଦ୍ଧି ସରକାରଙ୍କ ମଜବୁତ ପଦକ୍ଷେପ: ପ୍ରଧାନମନ୍ତ୍ରୀ
ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି ବୈଦ୍ୟୁତିକ ଯାନର ଲୋକପ୍ରିୟତା ବୃଦ୍ଧି ପାଇଁ ସରକାରଙ୍କ ମଜବୁତ ପଦକ୍ଷେପ ଏବେ ସାରା ଦେଶରେ ଦୃଶ୍ୟମାନ ହେଉଛି। କେନ୍ଦ୍ର ଭାରୀ ଉଦ୍ୟୋଗ ମନ୍ତ୍ରୀ ଡଃ ମହେନ୍ଦ୍ର ନାଥ ପାଣ୍ଡେ ଏକ ଟ୍ୱିଟରେ ସୂଚନା ଦେଇଛନ୍ତି ନେଟ ଜିରୋ ନିର୍ଗମନ ଲକ୍ଷ୍ୟ…