Latest Odisha News

BREAKING NEWS

Yearly Archives

2023

ଡରାଇଲାଣି କରୋନା: ୨୪ ଘଣ୍ଟାରେ ୧୨,୫୯୧ ସଂକ୍ରମିତ ଚିହ୍ନଟ

ନୂଆଦିଲ୍ଲୀ:ଡରାଇଲାଣି କରୋନା । ମାଡିଚାଲିଛି ସଂକ୍ରମଣ , ବଢି ଚାଲିଛି ରୋଗୀ ସଂଖ୍ୟା । ଗତ ୨୪ ଘଣ୍ଟା ମଧ୍ୟରେ ଦେଶରେ ୧୨, ୫୯୧ ନୂଆ ସଂକ୍ରମିତଙ୍କୁ ଚିହ୍ନଟ କରାଯାଇଛି । ଏହାକୁ ମିଶାଇ ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା୬୫, ୨୮୬ରେ ପହଞ୍ଚିଛି । ମୃତ୍ୟୁ ସଂଖ୍ୟା ବି ଡରିବା ପରି ।…

ୟୁଟ୍ୟୁବ୍‌ ଚାନେଲ ବିରୋଧରେ ହାଇକୋର୍ଟର ଦ୍ୱାରସ୍ଥ ହେଲେ ଆରାଧ୍ୟା

ନୂଆଦିଲ୍ଲୀ : ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ପରିବାରର ଲାଡଲି ହେଉଛନ୍ତି ଆରାଧ୍ୟା । ଅମିତାଭଙ୍କ ନାତୁଣୀ ଆରାଧ୍ୟା ହାଇକୋର୍ଟର ଦ୍ୱାରସ୍ଥ ହୋଇଛନ୍ତି । ଆରାଧ୍ୟା ବଚ୍ଚନ ଗୋଟିଏ ୟୁଟ୍ୟବ୍‌ ଚ୍ୟାନେଲ୍‌ ବିରୋଧରେ ଦିଲ୍ଲୀ ହାଇକୋର୍ଟରେ ଆବେଦନ କରିଛନ୍ତି । ଆଜି ଦିଲ୍ଲୀ ହାଇକୋର୍ଟଙ୍କ…

ୟସ୍‌ ଚୋପ୍ରାଙ୍କ ପତ୍ନୀ ପାମେଲାଙ୍କ ପରଲୋକ; ପ୍ରଯୋଜନା ସହ ଏକାଧିକ ଫିଲ୍ମରେ ଗାଇଛନ୍ତି ଗୀତ

ମୁମ୍ବାଇ: ପ୍ରଖ୍ୟାତ ସିନେମା ନିର୍ଦ୍ଦେଶକ ଓ ପ୍ରଯୋଜକ ଦିମ୍ବଗତ ୟଶ ଚୋପ୍ରାଙ୍କ ପତ୍ନୀ ତଥା ଗାୟିକା ଓ ଫିଲ୍ମ ଲେଖିକା ପାମେଲା ଚୋପ୍ରାଙ୍କ ପରଲୋକ ହୋଇଛି। ୮୫ ବର୍ଷ ବୟସରେ ଆଜି (ଏପ୍ରିଲ ୨୦) ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। ପାମେଲା ଏକାଧିକ ଫିଲ୍ମରେ ଗୀତ ଗାଇବା ସହ ପ୍ରଯୋଜନା କରିବା ଓ…

ରାହୁଲଙ୍କୁ ସୁରଟ କୋର୍ଟଙ୍କ ଝଟକା: ‘ମୋଦି ସରନେମ’ ପାଇଁ ୨ ବର୍ଷ ଜେଲ ଦଣ୍ଡ କାଏମ ରଖିଲେ

ସୁରଟ: କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ସୁରଟ ସେସନ କୋର୍ଟଙ୍କ ଝଟକା । ରାହୁଲଙ୍କ ସଜା ଉପରେ ଲାଗିବନି ରୋକ୍ । ରାହୁଲଙ୍କ ଆବେଦନକୁ ଖାରଜ କରିଛନ୍ତି ସୁରଟ କୋର୍ଟ  ।   'ମୋଦି ସରନେମ୍‌' ଉପରେ ବିବାଦୀୟ ମନ୍ତବ୍ୟ ପାଇଁ ତାଙ୍କୁ  ୨ ବର୍ଷ ଜେଲ୍‌ ଦଣ୍ଡାଦେଶ ଶୁଣାଇଥିଲେ ତଳ କୋର୍ଟ ।…

ଅକ୍ସଫାମ ଇଣ୍ଡିଆ ବିରୋଧରେ ମାମଲା ରୁଜୁ କଲା ସିବିଆଇ

ନୂଆଦିଲ୍ଲୀ: ଫରେନ କଣ୍ଟ୍ରିବ୍ୟୁସନ(ରେଗୁଲେସନ) ଆକ୍ଟର (FCRA)ର ଉଲ୍ଲଂଘନ ନେଇ ଏନ୍‌ଜିଓ ସଂସ୍ଥା ଅକ୍ସଫାମ ଇଣ୍ଡିଆ ବିରୋଧରେ ମାମଲା ରୁଜୁ କଲା ସିବିଆଇ। ଦିଲ୍ଲୀରେ ଥିବା ସଂସ୍ଥାର କାର୍ଯ୍ୟାଳୟରେ ଚଢ଼ାଉ କରିବା ପରେ ମାମଲା ରୁଜୁ କରିଛି ତଦନ୍ତକାରୀ ସଂସ୍ଥା। ଏହି ମାମଲାରେ ଗତବର୍ଷ ଜାନୁଆରୀରେ…

ସ୍ୱାଭାବିକ ହେଉଛି ସମ୍ବଲପୁର ସ୍ଥିତି; ତଥାପି ମିଳିନି ମୋବାଇଲ ଇଣ୍ଟରନେଟ ସେବା

ସମ୍ବଲପୁର: ଧୀରେ ଧୀରେ ସ୍ୱାଭାବିକ ହେଉଛି ସମ୍ବଲପୁର । କିନ୍ତୁ ଆଜି ବି ଲୋକଙ୍କୁ ମିଳିନି ମୋବାଇଲ ଇଣ୍ଟରନେଟ ।  ଯଦିଓ ଜିଲ୍ଲାରେ   ଇଣ୍ଟରନେଟ୍ ସେବା ମିଳିଲାଣି ତେବେ ତାହା କେବଳ ବ୍ରୋଡବ୍ୟାଣ୍ଡ ଓ ଲିଜ୍ ଲାଇନ୍ ପାଇଁ ଉପଲବ୍ଧ ।  ତାହା ପୁଣି  ସକାଳ ୧୦ଟାରୁ ଅପରାହ୍ଣ ୫ଟା ପର୍ଯ୍ୟନ୍ତ  ।…

ରିଲିଫ ସାମଗ୍ରୀ ନେବାକୁ ଆସି ୟେମେନ୍‌ରେ ଦଳାଚକଟା; ୮୫ ମୃତ, ୩୨୨ ଆହତ

ସାନା: ୟେମେନ ରାଜଧାନୀ ସାନାରେ ଦଳଚକଟା ଯୋଗୁ ୮୫ ଜଣଙ୍କର ମୃତ୍ୟୁ ହୋଇଛି। ଗୁରୁବାର ଏକ ସ୍କୁଲରେ ରିଲିଫ ସାମଗ୍ରୀ ବଣ୍ଟାଯାଉଥିବା ବେଳେ ଲୋକଙ୍କ ମଧ୍ୟରେ ଦଳାଚକଟା ଆରମ୍ଭ ହୋଇଥିଲା। ଗାର୍ଡିଆନ୍‌ରେ ପ୍ରକାଶିତ ଏକ ରିପୋର୍ଟରୁ ଏହି ସୂଚନା ମିଳିଛି। ଏହି ଘଟଣାରେ ୩୨୨ ଜଣ ଆହତ ହୋଇଥିବା ହାଉତି…

ସୁଦାନ ଯୁଦ୍ଧ:ମୃତ୍ୟୁ ସଂଖ୍ୟା ୨୭୦ ପାର୍‌, ଛାଡି ପଳାଇଲେଣି ହଜାର ହଜାର ଲୋକ

ଖାର୍ତୋମ: ସୁଦାନରେ କ୍ଷମତା ହାତେଇବାକୁ ସେନାର ଦୁଇ ଟିମ୍ ମଧ୍ୟରେ ଯୁଦ୍ଧ ଲାଗି ରହିଛି। ସୁଦାନ ଆର୍ମୀ ଓ ପାରାମିଲିଟାରୀ ଫୋର୍ସ ମଧ୍ୟରେ ଲାଗିଥିବା ଏହି ଯୁଦ୍ଧରେ ୨୭୦ ଜଣଙ୍କର ମୃତ୍ୟୁ ହୋଇଥିବା ବିଭିନ୍ନ ଦେଶର ଦୂତାବାସ ପକ୍ଷରୁ ସୂଚନା ଦିଆଯାଇଛି। ରାସ୍ତାକଡ଼ରେ ଲୋକଙ୍କ ମୃତଦେହ ପଡ଼ି…

ଆଜିବି ଜଳୁଛି ଓଡ଼ିଶା, ୬ ଜିଲ୍ଲାକୁ ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ

ଭୁବନେଶ୍ୱର: ଆଜିବି ଭାଜି ହେଉଛି ସାରା ଓଡ଼ିଶା । ଉପକୂଳରୁ ଉପାନ୍ତ ସବୁଠି ଅସହ୍ୟ ଗ୍ରୀଷ୍ମ ଲହରୀ । ତାତିରୁ ମିଳୁନି ତ୍ରାହି । ଆଜି ବି ଗ୍ରୀଷ୍ମକୋପ ଜାରି ରହିଥିବା ବେଳେ ପାରଦ ଛୁଇଁପାରେ ୪୫ ଡିଗ୍ରୀ । ଆଜି ପାଇଁ ୬ ଜିଲ୍ଲାକୁ ହିଟ୍‌ ଓ୍ୱେଭ୍‌ ଓ୍ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ।…

ଛାତ୍ରଛାତ୍ରୀଙ୍କ ପାଇଁ ବଡ଼ ଖବର, ଆସନ୍ତାକାଲିଠୁ ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ ଛୁଟି

ଭୁବନେଶ୍ୱର : ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ଆଗୁଆ ଗ୍ରୀଷ୍ମକାଳୀନ ଛୁଟି ଘୋଷଣା କରିଛନ୍ତି ସରକାର । ଶୁକ୍ରବାରଠାରୁ ରାଜ୍ୟର ସମସ୍ତ ସରକାରୀ ବେସରକାରୀ ସ୍କୁଲ ଛୁଟି । ପ୍ରଥମରୁ ଦ୍ୱାଦଶ ଶ୍ରେଣୀ ପର୍ଯ୍ୟନ୍ତ ସମସ୍ତ ସ୍କୁଲ୍‌କୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର  । ଗ୍ରୀଷ୍ମ…