ପେଟ ଗ୍ୟାସ୍ରେ ପୀଡ଼ିତ କି ? ତେବେ ଆପଣାନ୍ତୁ ଏହି ଉପାୟ…
ଖାଦ୍ୟ ହଜମ ନହେବା ଏକ ସାଧାରଣ ସମସ୍ୟା । ଆଜିକାଲିର ଖାଦ୍ୟପାନୀୟ ପାଇଁ ପେଟ ସମସ୍ୟା ଅଧିକ ମାତ୍ରାରେ ବଢ଼ି ବଢ଼ି ଚାଲିଛି । କିନ୍ତୁ ଏହି ସମସ୍ୟା ଦୂର ନହେଲେ ଆପଣଙ୍କୁ ଭାରି ପଡ଼ିପାରେ । କାରଣ ସୁସ୍ଥ ଶରୀର ପାଇଁ ଖାଦ୍ୟ ଭଲ ଭାବେ ହଜମ ହେବା ନିତାନ୍ତ ଆବଶ୍ୟକ । ଖାଦ୍ୟପେୟରେ ଅନିୟମିତତା…