ସୋଆରେ ଗଣତାନ୍ତ୍ରିକ ପରମ୍ପରା ସମ୍ପର୍କିତ କର୍ମଶାଳା, ଯୋଗ ଦେବେ ୮ ଟି ଦେଶର ପ୍ରତିନିଧି
ଭୁବନେଶ୍ୱର: ଗଣତାନ୍ତ୍ରିକ ଶାସନ ବ୍ୟବସ୍ଥା ସମ୍ପର୍କରେ ଅଧିକ ଉପଲବ୍ଧି ନିମନ୍ତେ ଭାରତ ଗସ୍ତରେ ଆସିଥିବା ୮ଟି ବିଭିନ୍ନ ଦେଶର ପ୍ରତିନିଧିମାନେ ଏପ୍ରିଲ ୧୫ ତାରିଖରେ ଶିକ୍ଷା ଓ ଅନୁସନ୍ଧାନ (ସୋଆ)ରେ ଏ ସମ୍ପର୍କରେ ଆଲୋଚନା ନିମନ୍ତେ ଏକ କର୍ମଶାଳାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।…