ନାକ୍ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ଗ୍ରେଡ୍ ମାନ୍ୟତା
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱର ସ୍ଥିତ ଉତ୍କଳ ବିଶ୍ୱବିଦ୍ୟାଳୟ ଫେରି ପାଇଲା ନିଜର A+ ରାଙ୍କିଂ ମାନ୍ୟତା। ନାକ୍ ପକ୍ଷରୁ ଉତ୍କଳ ବିଶ୍ୱବିଦ୍ୟାଳୟକୁ ମିଳିଲା A+ ମାନ୍ୟତା। କିଛି ଦିନ ତଳେ ନାକ୍ ଟିମ୍ ଗସ୍ତ କରି ଉତ୍କଳକୁ A ମାନ୍ୟତା ଦେଇଥିଲା। ଅଭିଯୋଗ ପରେ ପୁନଃ ଯାଞ୍ଚ କରି ଉତ୍କଳ…