କୋଟିଆରେ ‘ଉତ୍କଳ ଦିବସ’ ପାଳନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଭୁବନେଶ୍ୱର: କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଠାରୁ ତିନିଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି । ଏହି ଗସ୍ତକାଳରେ ଧର୍ମେନ୍ଦ୍ର ପ୍ରଧାନ ଭୁବନେଶ୍ୱର, କଟକ ଏବଂ କୋରାପୁଟରେ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବା ସହ ଏପ୍ରିଲ ପହିଲା ତଥା…