୩ରେ ବାତ୍ୟା ,୪ରେ ଉପକୂଳ ଛୁଇଁବ !
ଭୁବନେଶ୍ବର : ୩ ତାରିଖ ସୁଦ୍ଧା ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା । ୪ ତାରିଖ ସକାଳେ ଏହା ଉପକୂଳ ଛୁଇଁବାର ସମ୍ଭାବନା ରହିଛି । ଉତ୍ତର ତାମିଲନାଡୁ-ଦକ୍ଷିଣ ଆନ୍ଧ୍ର ଉପକୂଳ ପାଖାପାଖି ପହଞ୍ଚିବାର ଆଶଙ୍କା କରାଯାଉଛି । ଏ ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…