ସମ୍ ହସ୍ପିଟାଲ୍ରେ ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଣ୍ଟ ଟିବି ସେଣ୍ଟର
ଭୁବନେଶ୍ୱର: ଯକ୍ଷ୍ମା ରୋଗରେ ପୀଡ଼ିତ ଥିବା ରୋଗୀଙ୍କୁ ଉତମ ଚିକିତ୍ସା ଯୋଗାଇ ଦେବା ଲକ୍ଷ୍ୟରେ ସମ୍ ହସ୍ପିଟାଲ୍ରେ ଖୁବ୍ ଶୀଘ୍ର ଆରମ୍ଭ ହେବ ମଲ୍ଟି ଡ୍ରଗ୍ ରେଜିଷ୍ଟାଣ୍ଟ ଟିବି ସେଣ୍ଟର । ଏହି ସେଣ୍ଟରରେ କେବଳ ଯକ୍ଷ୍ମା ରୋଗ ନିମନ୍ତେ ଉପଲବ୍ଧ ଔଷଧ ଏହି ରୋଗରେ ପୀଡ଼ିତ ରୋଗୀଙ୍କୁ କାମ କରୁନଥିବା…