ଆଗାମୀ ୩ ଘଣ୍ଟା ମଧ୍ୟରେ ଟ୍ୱିନ୍ ସିଟିରେ ଛେଚିବ କାଳବୈଶାଖୀ ବର୍ଷା
ଭୁବନେଶ୍ୱର: ଟ୍ୱିନ୍ ସିଟିକୁ ଅରେଞ୍ଜ ୱାର୍ଣ୍ଣିଂ । ଆଗାମୀ ୩ ଘଣ୍ଟା ମଧ୍ୟରେ କାଳବୈଶାଖୀ ବର୍ଷା ସହ ଝଡ଼ ପବନ ନେଇ ଭୁବନେଶ୍ୱର ଓ କଟକ ସହରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।
https://twitter.com/usd0705/status/1639922661089484800
ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ…