କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲେଇ କଟକ ଏସସିବିକୁ ସ୍ଥାନାନ୍ତର
ଭୁବନେଶ୍ୱର : ପୁଣି ରାଜଧାନୀରେ ଏନକାଉଣ୍ଟର । କୁଖ୍ୟାତ ଅପରାଧୀ ଜିତେନ୍ଦ୍ର ପଲାଇଙ୍କୁ ଏନକାଉଣ୍ଟର କରିଛି କମିଶନରେଟ ପୋଲିସ । ଗତ କାଲି ବିଳମ୍ବିତ ରାତିରେ ବାଙ୍କୁଆଳ ନଦୀ ନିକଟରେ ଏନକାଉଣ୍ଟର କରିଛି କମିଶନରେଟ ପୋଲିସର ସ୍ପେଶାଲ୍ ଟିମ୍ । ଆହତ ଜିତେନ୍ଦ୍ରଙ୍କୁ ପ୍ରଥମେ କ୍ୟାପିଟାଲ…