ଦମଦାର ଲୁକ ସାଙ୍ଗକୁ ଆକର୍ଷଣୀୟ ମୂଲ୍ୟରେ ପୁଣି ଗ୍ରାହକଙ୍କ ନିକଟକୁ ଫେରୁଛି ‘ଟାଟା ସୁମୋ’
ମୁମ୍ବାଇ: ଦିନେ ରାସ୍ତାରେ ଟାଟା ସୁମୋର ରାଜ ଥିଲା । ପାହାଡ ହେଉ କି କଚ୍ଚା ରାସ୍ତା ଟାଟା ସୁମୋ ଲୋକଙ୍କର ପ୍ରଥମ ପସନ୍ଦ ପାଲଟିଥିଲା । ତେବେ ୮ ଜଣଙ୍କ ବସିବା ସୁବିଧା ଥିବା ଏହି ଗାଡି ସମୟ କ୍ରମେ ହଜିଯାଇଥିଲା । ବିଶେଷ କରି ମହିନ୍ଦ୍ରାର ବୋଲେରୋ ଓ ସ୍କର୍ପିଓ ଆସିବା ପରେ ଏହି ଗାଡିର ଚମକ…