ଆଗାମୀ ୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାରେ ବର୍ଷା: ସତର୍କ ସୂଚନା ଜାରି କଲା ବିଭାଗ
ଭୁବନେଶ୍ୱର: ଆଗାମୀ ୩ ଘଣ୍ଟା ପାଇଁ ଏହି ସବୁ ଜିଲ୍ଲାକୁ ରହିଛି ସତର୍କ ସୂଚନା । ଗୁରୁବାର ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଏହି ସତର୍କ ସୂଚନା ଜାରି କରାଯାଇଛି । ଆଗାମୀ ୩ ଘଣ୍ଟା ପାଇଁ ୧୦ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
ଏହି ୧୦ଟି ଜିଲ୍ଲା ପାଇଁ ଘଡଘଡି ସହ ବର୍ଷା…