ସୁବର୍ଣ୍ଣପୁର ମୃତ ଛାତ୍ରଙ୍କ ପରିବାରକୁ ୩ ଲକ୍ଷ ଅର୍ଥରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ସୁବର୍ଣ୍ଣପୁର: କାର୍ ଧକ୍କାରେ ୩ ଜଣ ଛାତ୍ର ପ୍ରାଣ ହରାଇଥିଲେ।ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ଗଭୀର ଦୁଃଖ ପ୍ରକାଶ କରିବା ସହିତ ଅନୁକମ୍ପାମୂଳକ ସହାୟତାରାଶି ଘୋଷଣା କରିଛନ୍ତି ।
ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୁବର୍ଣ୍ଣପୁରର ଶୋକ ସନ୍ତପ୍ତ ପରିବାରକୁ ଗଭୀର ସମବେଦନା ଜଣାଇବା ସହ ମୃତ…