Latest Odisha News

BREAKING NEWS

Yearly Archives

2023

୫୦ ପଇସାରୁ ୨୦ ଟଙ୍କିଆ ନୋଟ୍ ବ୍ୟାଙ୍କ ନେଉନଥିଲେ ଅଭିଯୋଗ କରିବାକୁ ଆରିଆଇର ପରାମର୍ଶ

ଭୁବନେଶ୍ୱର: ଛୋଟମୋଟ କଏନକୁ ନେଇ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଅସନ୍ତୋଷ ଦେଖାଦେଉଛି। ଏହାରି ଭିତରେ ରିଜର୍ଭ ବ୍ୟାଙ୍କ ଓଡ଼ିଶାର ଗ୍ରାମାଞ୍ଚଳରେ ଟଙ୍କା ବିନିମୟ ଅଭିଯାନ ଆରମ୍ଭ କରିବାକୁ ଯୋଜନା କରିଛି। ଏହି ପଦକ୍ଷେପ ଦ୍ୱାରା ଆସନ୍ତା ୩ ମାସ ମଧ୍ୟରେ ରାଜ୍ୟର ସମସ୍ତ ୩୧୪ଟି ବ୍ଲକକୁ ସାମିଲ…

ଯାତ୍ରୀଙ୍କ ସୁବିଧା ପାଇଁ ସ୍ପେଶାଲ ଟ୍ରେନ୍ ସେବା ବୃଦ୍ଧି କଲା ପୂର୍ବତଟ ରେଳବାଇ

ଭୁବନେଶ୍ୱର: ସାଧାରଣ ଜନତା, ବିଶେଷକରି ଯାତ୍ରୀମାନଙ୍କ ସୁବିଧା ତଥା ଗୁରୁତ୍ୱପୂର୍ଣ୍ଣ ରେଳ ମାର୍ଗର ଚାହିଦାକୁ ଦୃଷ୍ଟିରେ ରଖି ପୂର୍ବତଟ ରେଳବାଇ ଅଧୀନରେ ଓଡିଶା ଦେଇ ଯାଉଥିବା ସ୍ୱତନ୍ତ୍ର ଟ୍ରେନର ସେବା ବୃଦ୍ଧି କରିବାକୁ ନିଷ୍ପତ୍ତି ନିଆଯାଇଛି । ଏହା ବ୍ୟତୀତ ଶୀତଋତୁରେ ଯାତ୍ରୀଙ୍କ ପ୍ରବଳ…

ଦିନ ଦ୍ବିପ୍ରହରରେ ଲୁଟ୍, କମିସନରେଟ ପୋଲିସର ପୋଟ୍ରୋଲିଂ ବ୍ୟବସ୍ଥା ଭେଳିକି?

ଭୁବନେଶ୍ୱର: ଗତ କିଛି ଦିନ ହେବ ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ ଚୋରି ବଢ଼ିବାରେ ଲାଗିଛି। ଦିନ ଦ୍ୱିପ୍ରହରରେ ହେଉଥିବା ଏହି ଚୋରି ଘଟଣା ସ୍ଥାନୀୟ ବାସିନ୍ଦାଙ୍କୁ ଭୟଭୀତ କରିଦେଇଛି। ଆଉ ଦିନ ସମୟରେ ଏଭଳି ଚୋରି ଘଟଣା ସାମ୍ନାକୁ ଆସିବା ପରେ କମିସନରେଟ ପୋଲିସର ପାଟ୍ରୋଲିଂ ବ୍ୟବସ୍ଥା ଏକ…

ଘରୋଇ ବସ୍‌ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ

ଭୁବନେଶ୍ୱର: ଘରୋଇ ବସ୍‌ ମାଲିକ ସଂଘର ଧର୍ମଘଟ ପ୍ରତ୍ୟାହୃତ। ପରିବହନ ମନ୍ତ୍ରୀଙ୍କ ସହ ଆଲୋଚନା ପରେ ଧର୍ମଘଟ ପ୍ରତ୍ୟାହୃତ କଲା ଘରୋଇ ବସ୍‌ ମାଲିକ ସଂଘ। ଆଜି ପରିବହନ ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଘରୋଇ ବସ୍ ମାଲିକ ସଂଘର ଦାବିକୁ ନେଇ ଆଲୋଚନା ହୋଇଥିଲା। ଏହି ଆଲୋଚନାରେ…

ଆଇସିସି ପ୍ରତିବନ୍ଧ ସତ୍ୱେ ଶ୍ରୀଲଙ୍କା ଗସ୍ତରେ ଯିବ ଭାରତ

ନୂଆଦିଲ୍ଲୀ: ଆନ୍ତର୍ଜାତୀୟ କ୍ରିକେଟ କାଉନସିଲ ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଉପରେ ପ୍ରତିବନ୍ଧ ଲଗାଇଛି । ଏହା ସତ୍ୱେ ଆସନ୍ତା ବର୍ଷ ଭାରତୀୟ କ୍ରିକେଟ ଟିମ ଶ୍ରୀଲଙ୍କା ଗସ୍ତରେ ଯିବ ବୋଲି ସ୍ପଷ୍ଟ କରିଛି । ଏହି ଗସ୍ତରେ ୩ଟି ଟି୨୦ ଓ ୩ଟି ଦିନିକିଆ ମ୍ୟାଚ ଖେଳାଯିବ । ସରକାରୀ ହସ୍ତକ୍ଷେପ କାରଣ…

“ନବୀନ ଓଡିଶା”ରେ ଦୁର୍ନୀତି ଏବେ ନୀତିରେ ପରିଣତ ହୋଇଛି: ବିଜେପି

ଭୁବନେଶ୍ୱର: ପୋଲିସ ଆଇଆଇସିଙ୍କଠାରୁ ବିପୁଳ ପରିମାଣର ନଗଦ କଳା ଟଙ୍କା ଜବତ ଘଟଣାକୁ ନେଇ ବିଜେପିର ସମାଲୋଚନା। ଗିରଫ ହୋଇଥିବା ବୈପାରିଗୁଡାର ଥାନା ଆଇଆଇସି ସୁଶାନ୍ତ ଶତପଥୀଙ୍କର ରହିଛି ବିଜେଡି ଲିଙ୍କ। ଗଞ୍ଜେଇ ଚୋରା ଚାଲାଣରେ କଟକ ଜିଲ୍ଲାର ଜଣେ ମନ୍ତ୍ରୀ ଓ ନୟାଗଡର ଜଣେ ବିଧାୟକଙ୍କର ରହିଛି…

କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲାରେ ୨ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କଳାହାଣ୍ଡି ଓ ମୟୂରଭଞ୍ଜ ଜିଲ୍ଲା ପାଇଁ ଦୁଇଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି । ପ୍ରକଳ୍ପ ଦୁଇଟି ହେଉଛି କଳାହାଣ୍ଡି ଜିଲ୍ଲା ମୁରଲିଜୋର ଉପରେ ମୁରଲିଝର ନଦୀଗର୍ଭ ଜଳାଶୟ ପ୍ରକଳ୍ପ ଏବଂ ମୟୂରଭଞ୍ଜ ଗଙ୍ଗାହର ନଦୀ ଉପରେ ଦାମୋଦରପୁର…

ଟି୨୦ ପାଇଁ ନେହେରା ଥିଲେ ପ୍ରଥମ ପସନ୍ଦ: ରିପୋର୍ଟ

ନୂଆଦିଲ୍ଲୀ: ବିସିସିଆଇ ରାହୁଲ ଡ୍ରାଭିଡ ଏବଂ ସପୋର୍ଟିଂ କୋଚିଂ ଷ୍ଟାଫଙ୍କ କାର୍ଯ୍ୟକାଳ ବୃଦ୍ଧି କରିଛି । ଡ୍ରାଭିଡଙ୍କ କାର୍ଯ୍ୟକାଳ ବୃଦ୍ଧି ପଛରେ ରୋହିତ ଶର୍ମା ଓ ଚୟନ କମିଟି ମୂଖ୍ୟ ଅଜିତ ଅଗରକରଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ରହିଛି । ସେମାନେ ଏକା ଜିଦ ଧରିଥିଲେ କୋଚ ଭାବେ ଡ୍ରାଭିଡଙ୍କ…

ଶକ୍ତିମନ୍ତ୍ରୀଙ୍କ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନର ବିଦ୍ୟୁତ ସରବରାହ ବ୍ୟବସ୍ଥାର ସମୀକ୍ଷା

ଭୁବନେଶ୍ୱର: ଆଜି ପୂର୍ବାହ୍ନରେ ଶକ୍ତିମନ୍ତ୍ରୀ ପ୍ରତାପ କେଶରୀ ଦେବ କଟକ ଓ ବ୍ରହ୍ମପୁର ମ୍ୟୁନିସିପାଲ କର୍ପୋରେସନ୍‌ରେ ବିଦ୍ୟୁତ ସରବରାହ ସମ୍ପର୍କରେ ସମୀକ୍ଷା କରିଛନ୍ତି। ସମୀକ୍ଷାରୁ ପ୍ରକାଶ ଯେ ଦୁଇଟି ଯାକ ମ୍ୟୁନିସିପାଲ କର୍ପୋରେସନରେ ବିଦ୍ୟୁତ ଯୋଗାଣ, ନୂତନ ଟ୍ରାନ୍ସଫର୍‌ମର ସ୍ଥାପନ,…

ଆଶ୍ଚର୍ଯ୍ୟ: ମୁଣ୍ଡ ବିନ୍ଧୁଥିଲା, ପରୀକ୍ଷା ପରେ ଜଣାପଡିଲା ମସ୍ତିଷ୍କରେ ଥିଲା ଚପଷ୍ଟିକ

ହାନୋଇ: ଭିଏତନାମରେ ଏ ଭଳି ଏକ ଘଟଣା ସମ୍ମୁଖକୁ ଆସିଛି ଯେ, ଯାହା ସମସ୍ତଙ୍କୁ ଆଶ୍ଚର୍ଯ୍ୟଚକିତ କରିଦେଇଛି । ୩୫ ବର୍ଷୀୟ ଜଣେ ବ୍ୟକ୍ତି ତାଙ୍କ ମୁଣ୍ଡ ବାରମ୍ବାର ବିନ୍ଧୁଥିବା ନେଇ ଡାକ୍ତରଙ୍କ ପାଖକୁ ଆସିଥିଲେ । କୌଣସି କାରଣ ସ୍ପଷ୍ଟ ଭାବେ ଜଣା ନ ପଡିବା ଯୋଗୁ ତାଙ୍କର ସିଟି ସ୍କାନ…