ବୃଦ୍ଧା ବୟସରେ ମୂଲ ଲାଗି ଚଳୁଛନ୍ତି ଚେନିଆ, ପ୍ରଶାସନର ସହାୟତାକୁ କରିଛନ୍ତି ଅପେକ୍ଷା
କେନ୍ଦ୍ରାପଡ଼ା : କଥାରେ ଅଛି ଦୁଃଖ ଯେତେବେଳେ ଆସେ ଚାରି ଦିଗରୁ ମାଡି ବସେ । ଆଉ ଜୀବନର ବୟସ ଅପେକ୍ଷା ଦୁଃଖର ବୟସ ଅଧିକ ହୋଇଥାଏ । ବୟସର ଅପରାହ୍ନରେ ଦୁଃଖର ବୋଝ ଲଦି ହୋଇ ଯାଇଛି ଏହି ବୃଦ୍ଧାଙ୍କ ଉପରେ । ଭାଗ୍ୟ ଦାଉ ସାଧିଲା ପରେ ଦୁଃଖର ବୋଝକୁ ମୁଣ୍ଡରେ ମୁଣ୍ଡେଇ ବାଟ ଚାଲୁଛନ୍ତି…