ରାଜଧାନୀରୁ ୧୦ ଚୋରୀ ସାଇକେଲ ଜବତ, ୨ ଗିରଫ
ଭୁବନେଶ୍ବର: ରାଜଧାନୀର ବଡଗଡରେ ଅଞ୍ଚଳରେ ଅଭିନବ ଉପାୟରେ ସାଇକେଲ ଚୋରୀ । ଏହି ଘଟଣାରେ ୨ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ମାନେ ହେଲେ ରାକେଶ ବେହେରା ଓରଫ ପୋଡ ଓ ଶିବ ବେହେରା । ଉଭୟଙ୍କୁ ଗିରଫ ପରେ କୋର୍ଟ ଚାଲାଣ କରିଛି ବଡଗଡ ଥାନା ପୋଲିସ ।
ସୂଚନା ମୁତାବକ,…