ଧାରାବାହିକ ଉପନ୍ୟାସ: ବେଳାଭୂମିର ଚିହ୍ନ (୭୧)
କନକ ମଞ୍ଜରୀ ପଟ୍ଟନାୟକଙ୍କ ଧାରାବାହିକ ଉପନ୍ୟାସ ‘ବେଳାଭୂମିର ଚିହ୍ନ’
ପଦ୍ମିନୀ ଭାବିଲି- ଏଇ ରାସ୍ତାରେ ଚନ୍ଦ୍ରଭାନୁଙ୍କ ସହ ଯିବାବେଳେ ସହଯାତ୍ରୀମାନେ ଭାବୁଥିବେ, ଏ ଭଳି ଜଣେ ସୁନ୍ଦର ପୁରୁଷ ପାଇଁ ଏ ସ୍ତ୍ରୀ ଉପଯୁକ୍ତ ନୁହେଁ । ଆଉ ଆଜି ସରୋଜ ସହ ତାକୁ ଦେଖି ଭାବୁଥିବେ, ଏ ସ୍ତ୍ରୀ ପାଇଁ…