ପୁଲିସର ବଡ଼ ସଫଳତା; ଯାଜପୁର ମୂର୍ତ୍ତୀ ଚୋର ରାକେଟ୍ର ପର୍ଦ୍ଦାଫାସ୍
ଯାଜପୁର: ଯାଜପୁର ଜିଲ୍ଲା ପୋଲିସର ବଡ ସଫଳତା। ମୂର୍ତ୍ତି ଚୋରୀ ରାକେଟର ପର୍ଦ୍ଦାଫାସ। ବିଭିନ୍ନ ସ୍ଥାନରେ ଚଢାଉ କରି ୪ଜଣ ମୂର୍ତ୍ତିଚୋରଙ୍କୁ ଗିରଫ୍ କରିଛି ଯାଜପୁର ପୁଲିସ। ଏନେଇ ସାମ୍ବାଦିକ ସମ୍ମିଳନୀରେ ସୂଚନା ଦେଇଛନ୍ତି ଯାଜପୁର ଏସପି ବିନିତ୍ କୁମାର ଅଗ୍ରୱାଲ।
ଗିରଫ ଅପରାଧିଙ୍କ ଠାରୁ…