ଶ୍ରୀଜଗନ୍ନାଥ ତତ୍ତ୍ଵ ଓ ତଥ୍ୟ
ଦୟାନିଧି ତ୍ରିପାଠୀଙ୍କ ସ୍ଵତନ୍ତ୍ର ଉପସ୍ଥାପନା
ଜୟ ଜଗନ୍ନାଥ ଓଁ ନମୋ ଭଗବତେ ବାସୁଦେବାୟ।
ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ, ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଓ ପବିତ୍ର କାର୍ତ୍ତିକ ମାସରେ ହେଉଥିବା ରାଧା -ଦାମୋଦର ବେଶର ଆଜି ଶେଷ ଦିବସ। କାରଣ କାର୍ତ୍ତିକ ଶୁକ୍ଳ ଏକାଦଶୀଠାରୁ…