ବିଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ୪ ଫୁଟ ଲମ୍ବର ନାଗ ସାପ
ଭୁବନେଶ୍ୱର: ବିଜୁ ପଟ୍ଟନାୟକ ବିମାନ ବନ୍ଦର ଭିତରୁ ଉଦ୍ଧାର ହେଲା ୪ ଫୁଟ ଲମ୍ବର ନାଗ ସାପ। ଏହି ସାପଟି ବିମାନ ବନ୍ଦର ପରିସରରେ ପୁରୁଣା ଆପ୍ରନ୍ରୁ ବାହାରି ନବ ନିର୍ମିତ ଆପ୍ରନରେ ପହଞ୍ଚି ସ୍ଥିର ହୋଇ ଶୋଇଥିବା ବେଳେ ସିଆଇଏସଏଫ୍ ଯବାନଙ୍କ ନଜର ପଡ଼ିଥିଲା। ସାପ ଉଦ୍ଧାର ପାଇଁ ଏୟାରପୋର୍ଟ…