କାନାଡ଼ା ନାଗରିକତା ତ୍ୟାଗ କରିବେ ଅକ୍ଷୟ କୁମାର; କହିଲେ, ଭାରତ ମୋ ପାଇଁ ସବୁକିଛି
ମୁମ୍ବାଇ: କାନାଡ଼ା ନାଗରିକତା ତ୍ୟାଗ କରିବେ ବଲିଉଡ୍ ଷ୍ଟାର୍ ଅକ୍ଷୟ କୁମାର। ଭାରତୀୟ ନାଗରିକତା ପାଇଁ ସେ ଆବେଦନ କରିସାରିଛନ୍ତି ବୋଲି ଅକ୍ଷୟ ନିଜେ ସୂଚନା ଦେଇଛନ୍ତି। ଜାତୀୟ ଗମଣାଧ୍ୟମରେ ଏକା କାର୍ଯ୍ୟକ୍ରମରେ ଯୋଗ ଦେଇ ସେ କହିଛନ୍ତି ଦେଶ ପ୍ରତି ଥିବା ତାଙ୍କର ଭଲପାଇବାକୁ ସେ ପ୍ରମାଣିତ…