ଆମ୍ବୁଲାନ୍ସ ଗାଡ଼ିରେ ଚାଲିଥିଲା ଗଞ୍ଜେଇ ଚାଲାଣ, ମାଡ଼ି ବସିଲା ଅବକାରୀ ବିଭାଗ
ସୁବର୍ଣ୍ଣପୁର : ଆମ୍ବୁଲାନ୍ସ ଗାଡ଼ିରେ ହେଉଥିଲା ଗଞ୍ଜେଇ ଚାଲାଣ । ମାଡ଼ି ବସିଲା ଅବକାରୀ ବିଭାଗ । ଗଞ୍ଜେଇ ଚୋରାଚାଳଣ କରୁଥିବା ବେଳେ ସୁବର୍ଣ୍ଣପୁର ଜିଲ୍ଲା ଅବକାରି ବିଭାଗ ଧରିବାରେ ସଫଳ ହୋଇଛି ।
ସୂଚନା ଅନୁଯାୟୀ, ଆଜି ସକାଳୁ ଅବକାରୀ ବିଭାଗ ପେଟ୍ରୋଲିଙ୍ଗ କରୁଥିବା ବେଳେ ବୌଦ୍ଧ…