ଶିବସେନା ନାଁ ଓ ନିର୍ବାଚନ ଚିହ୍ନକୁ ନେଇ ବିବାଦ: ଉଦ୍ଧବ ଠାକରେଙ୍କ ଆବେଦନର ଶୁଣାଣି କରିବାକୁ ରାଜି ହେଲେ…
ମୁମ୍ବାଇ: ନିର୍ବାଚନ କମିଶନଙ୍କ ନିଷ୍ପତ୍ତି ବିରୋଧରେ ଉଦ୍ଧବ ଠାକରେଙ୍କ ଆବେଦନର ତ୍ୱରିତ ଶୁଣାଣି କରିବାକୁ ସହମତି ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟ। ଫଳରେ ଆସନ୍ତାକାଲି(୨୨ ଫେବ୍ରୁଆରୀ) ଦିନ ୩.୩୦ ବେଳେ ଏହି ମାମଲାର ଶୁଣାଣି ହେବ ବୋଲି ସୁପ୍ରିମ କୋର୍ଟ କହିଛନ୍ତି।
ଶିବସେନା ନାଁ ଓ…