ସମ୍ ହସ୍ପିଟାଲକୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ୭ଟି ଡାଏଲିସିସ୍ ମେସିନ୍ ପ୍ରଦାନ
ଭୁବନେଶ୍ୱର: ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ସହଯୋଗର ହାତ ବଢ଼ାଇବା ଲକ୍ଷ୍ୟରେ ଆଇଏମଏସ୍ ଆଣ୍ଡ ସମ୍ ହସ୍ପିଟାଲ୍କୁ ଆଇସିଆଇସିଆଇ ଫାଉଣ୍ଡେସନ୍ ପକ୍ଷରୁ ଗୁରୁବାର ୭ଟି ଡାଏଲିସିସ୍ ମେସିନ ପ୍ରଦାନ କରାଯାଇଛି । ସୋଆର ପ୍ରତିଷ୍ଠାତା ସଭାପତି ପ୍ରଫେସର (ଡକ୍ଟର) ମନୋଜରଞ୍ଜନ ନାୟକଙ୍କ ଉପସ୍ଥିତିରେ…