ଆତଙ୍କବାଦୀ ରେହମାନ ୭ ବର୍ଷ ୫ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ
ନୂଆଦିଲ୍ଲୀ: କଟକରୁ ଗିରଫ ହୋଇଥିବା ମହମ୍ମଦ ଅବଦୁର ରେହମାନ ଆତଙ୍କବାଦୀ ସଙ୍ଗଠନ ଅଲ କାଏଦା ସହ ଲିଙ୍କ୍ ଅଭିଯୋଗରେ ଦୋଷୀ ସାବ୍ୟସ୍ତ ହେବା ପରେ ତାକୁ ଏବେ ସଜା ଶୁଣାଯାଇଛି। ମଙ୍ଗଳବାର ଦିଲ୍ଲୀର ପଟିଆଲା ହାଉସ୍ କୋର୍ଟ ରେହମାନକୁ ୭ ବର୍ଷ ୫ ମାସ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…