୨୦୨୪ରେ ଭାରତୀୟ କ୍ରିକେଟ ଟିମର ରହିଛି ବ୍ୟସ୍ତବହୂଳ କାର୍ଯ୍ୟସୂଚୀ
ନୂଆଦିଲ୍ଲୀ: ୨୦୨୪ରେ ଭାରତୀୟ କ୍ରିକେଟ ଟିମ ନିକଟରେ ରହିଛି ବ୍ୟସ୍ତବହୂଳ କାର୍ଯ୍ୟସୂଚୀ । ଅଳ୍ପକେ ଦିିନିକିଆ ବିଶ୍ୱକପ ହାତଛଡା କରିଥିବା ଭାରତ ଏଥର ଟି୨୦ ବିଶ୍ୱକପ ନିଶ୍ଚିତ ଭାବେ ଜିତିବା ପାଇଁ ଚାହିଁବ । ଆସନ୍ତୁ ନଜର ପକାଇବା ଭାରତର କାର୍ଯ୍ୟସୂଚୀ ଉପରେ.. । ୨୦୨୪ରେ ଭାରତ ଚଳିତ ଦକ୍ଷିଣ…