ପ୍ରଧାନମନ୍ତ୍ରୀଙ୍କ ସୁରକ୍ଷାରେ ତ୍ରୁଟି ମାମଲା: ୭ ପୋଲିସ ଅଧିକାରୀ ନିଲମ୍ବିତ
ନୂଆଦିଲ୍ଲୀ: ଗତ ବର୍ଷ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପଞ୍ଜାବ ଗସ୍ତ ସମୟରେ ସୁରକ୍ଷା ଉଲ୍ଲଂଘନ ଘଟଣାରେ ମୋଟ ସାତ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରାଯାଇଛି। ଏଥି ମଧ୍ୟରେ ଫିରୋଜପୁର ଜିଲ୍ଲାର ତତ୍କାଳୀନ ପୋଲିସ ଅଧୀକ୍ଷକ ଏବଂ ଦୁଇ ଜଣ ଡିଏସପି ର୍ୟାଙ୍କର ଅଧିକାରୀ ସାମିଲ…