ହରେକୃଷ୍ଣ ମହତାବଙ୍କ ଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଆଲୋଚନା
ଭୁବନେଶ୍ୱର : ଓଡ଼ିଆ ଭାଷା ପ୍ରତିଷ୍ଠାନ ଏବଂ ମୌଳିକ ବିଜ୍ଞାନ ଓ କଳା ମହାବିଦ୍ୟାଳୟ (ଓୟୁଏଟି)ଙ୍କ ମିଳିତ ଆନୁକୂଲ୍ୟରେ ଓୟୁଏଟି ସମ୍ମିଳନୀ କକ୍ଷରେ ଏଥିରେ ହରେକୃଷ୍ଣ ମହତାବଙ୍କ ବହୁଚର୍ଚ୍ଚିତ ପୁସ୍ତକ ‘ଗାଁ ମଜଲିସ୍’ ଉପରେ ଏକ 'ପୁସ୍ତକ ଚର୍ଚ୍ଚା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।
ଏହି…