ପ୍ରଶାସନ-ପୂଜକ ଆଲୋଚନ ବିଫଳ : ଆଜି ବଡ ଓଷାରେ ଦ୍ବାର ଭାଙ୍ଗି ବାବା ଧବଳେଶ୍ବରଙ୍କ ବଡସିଂହାର ବେଶ ଦର୍ଶନ କଲେ ଭକ୍ତ
କଟକ : ଚାଲିଛି ମହାପଞ୍ଚୁକ ବ୍ରତ । ଏଥିଲାଗି ରାଜ୍ୟର ପ୍ରାୟ ସବୁ ଶୈବପୀଠ ଗୁଡିକ ଚଳଚଞ୍ଚଳ ହୋଇପଡିଛି । ସକାଳୁ ସକାଳୁ ସବୁ ଶିବ ମନ୍ଦିରରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ପରିଲକ୍ଷିତ ହେଉଛି । ଆଜି ପଞ୍ଚୁକର ୩ୟ ଦିନରେ ବଡସିଂହାର ବେଶରେ ଦର୍ଶନ ଦେଉଛନ୍ତି ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବର…