ଅବକାରୀ ଅଧୀକ୍ଷକଙ୍କ ଘରେ ଭିଜିଲାନ୍ସ
ନବରଙ୍ଗପୁର : ଭିଜିଲାନ୍ସ ଜାଲରେ ଅବକାରୀ ଅଧିକାରୀ । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି ସକାଳୁ ଅବକାରୀ ଅଧୀକ୍ଷକ ଗଙ୍ଗା ପାଇକରାୟଙ୍କ ଘରେ ରେଡ୍ କରାଯାଉଛି । ଡି ଏସ୍-ଥ୍ରୀ ସିନେମା ହଲ ନିକଟ ଭଡ଼ା ଘରେ ଚଢାଉ ଚାଲିଛି ।
ନବରଙ୍ଗପୁର ଓ ଜୟପୁର ସମେତ ୪ଟି ସ୍ଥାନରେ ଚଢାଉ…