ସମୟ କହିବ କିଏ କାହାର ଚଳଚିତ୍ରର ଟ୍ରେଲର ଏବଂ ଅଡିଓ ରିଲିଜ୍
ଭୁବନେଶ୍ବର : ସମୟ କହିବ କିଏ କାହାରର ଚଳଚିତ୍ରର ଟ୍ରେଲର ଏବଂ ଅଡିଓ ରିଲିଜ୍ ହୋଇଛି । ଅନନ୍ୟା ଫିଲ୍ମ ପ୍ରେଜେଣ୍ଟ୍ସ ବ୍ୟାନରରେ ପ୍ରଭାତି ଆଚାର୍ଯ୍ୟଙ୍କ ଦ୍ବାରା ଏହି ଫିଲ୍ମ ଟି ନିର୍ମିତ ହୋଇଛି । ରମେଶ ସିଂ ଏହି ଚଳଚିତ୍ରର ସହ ପ୍ରଯୋଜକ ଥିବାବେଳେ ଭେଟେରାନ୍ ହାସ୍ୟ ଅଭିନତା ବ୍ରଜ ସିଂ…