୨୬ ତାରିଖରେ ବଙ୍ଗୋପସାଗରରେ ପୁଣି ଲଘୁଚାପ !
ଭୁବନେଶ୍ୱର:ଓଡ଼ିଶାରେ ଆସନ୍ତା ତିନି ଦିନ ପାଇଁ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଥିବାବେଳେ ବଙ୍ଗୋପସାଗରରେ ପୁଣି ସୃଷ୍ଟି ହେବାକୁ ଯାଉଛି ଆଉ ଏକ ଲଘୁଚାପ । ଏ ନେଇ ଭାରତୀୟ ପାଣିପାଗ ବିଭାଗ ବୁଧବାର ପୂର୍ବାନୁମାନ କରିଛି । ବିଭାଗ ପକ୍ଷରୁ ସ୍ପଷ୍ଟ କରାଯାଇଛି ଯେ ନଭେମ୍ବର ୨୬…