ଆରବିଆଇର ପୂର୍ବତନ ଗଭର୍ଣ୍ଣର ଏସ. ଭେଙ୍କଟରମନନଙ୍କ ପରଲୋକ
ନୂଆଦିଲ୍ଲୀ: ପରଲୋକରେ ଭାରତୀୟ ରିଜର୍ଭ ବ୍ୟାଙ୍କ (ଆରବିଆଇ)ର ପୂର୍ବତନ ଗଭର୍ଣ୍ଣର ଏସ. ଭେଙ୍କଟରମନନ । ମୃତ୍ୟୁ ବେଳକୁ ତାଙ୍କୁ ୯୨ ବର୍ଷ ବୟସ ହୋଇଥିଲା । ସେ ୧୯୯୦-୧୯୯୨ ମଧ୍ୟରେ ଆରବିଆଇ ଗଭର୍ଣ୍ଣର ଦାୟିତ୍ୱରେ ରହିଥିଲେ ।
ଏସ. ଭେଙ୍କଟରମନନ ଭାରତୀୟ ପ୍ରଶାସନିକ ସେବାର ଜଣେ ଅଧିକାରୀ…