ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି : ୧୨୦ଦିନ ମଧ୍ୟରେ କାମ ସାରିବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ପୁରୀ : ଆଜିଠୁ ଶ୍ରୀମନ୍ଦିର ନାଟମଣ୍ଡପ ମରାମତି କାମ ଆରମ୍ଭ ହୋଇଛି । ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଦିଆଯାଇଛି ଏନଓସି । ପ୍ରଥମେ ଗରୁଡ଼ସ୍ତମ୍ଭର ମରାମତି କାମ ଆରମ୍ଭ ହେବ। ୫ ବର୍ଷ ହେବ ଫାଟି ଆଁ କରିଛି ଶ୍ରୀମନ୍ଦିର ନାଟମଣ୍ଡପ ବିମ୍ । ଏଏସଆଇ ପକ୍ଷରୁ ମରାମତି କାର୍ଯ୍ୟ…