Latest Odisha News

BREAKING NEWS

Yearly Archives

2023

ମହଙ୍ଗା ପଡିଲା ଲାଞ୍ଚ ନେବା, ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ

ଯାଜପୁର: ମହଙ୍ଗା ପଡିଲା ଲାଞ୍ଚ ନେବା । ଭିଜିଲାନ୍ସ ହାତରେ ଧରାପଡିଲେ ସ୍କୁଲ କିରାଣୀ । ଯାଜପୁର ବ୍ଲକ କବିରପୁର ସ୍ଥିତ ପୁରୁଷୋତ୍ତମପୁର ଉଚ୍ଚ ବିଦ୍ୟାଳୟର କିରାଣୀ ମହେଶ୍ୱର ସାମଲ ଗିରଫ । ପେନସନ ଟଙ୍କା କରାଇ ଦେବା ପାଇଁ ଜଣେ ଅବସର ପ୍ରାପ୍ତ ଶିକ୍ଷକଙ୍କ ଠାରୁ ୪୦୦୦ ଟଙ୍କା ଲାଞ୍ଚ ନେବା…

ଆସନ୍ତାକାଲି ଛତିଶଗଡ ଓ ମଧ୍ୟପ୍ରଦେଶରେ ଭୋଟ୍ : ବୁଥ୍ ଅଭିମୂଖେ ପୋଲିଂ ପାର୍ଟି , ଇଭିଏମ ବି ପ୍ରସ୍ତୁତ

ନୂଆଦିଲ୍ଲୀ : ଆସନ୍ତାକାଲି ଛତିଶଗଡରେ ଅନ୍ତିମ ପର୍ଯ୍ୟାୟ ଭୋଟ୍  । ମୋଟ୍ ୭୦ଟି ଆସନ ପାଇଁ ଭୋଟ୍ ଗ୍ରହଣ ହେବ । ୯୫୮ ଜଣ ପ୍ରାର୍ଥୀଙ୍କର ଭାଗ୍ୟ ନିର୍ଦ୍ଧାରଣ କରିବେ ଭୋଟର  । ଏଥିଲାଗି ଏହାର ୪୮ ଘଣ୍ଟା ପୂର୍ବରୁ ନିର୍ବାଚନୀ ପ୍ରଚାର ଶେଷ ହୋଇଛି  । ଛତିଶଗଡରେ ଦୁଇ ପର୍ଯ୍ୟାୟରେ ମତଦାନ…

ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ, କାରଣ ଅସ୍ପଷ୍ଟ…

ନୟାଗଡ: ନିଜ ବନ୍ଧୁକରୁ ନିଜକୁ ଗୁଳି କଲେ ଯବାନ । ନୟାଗଡ଼ ଜିଲ୍ଲା ଇଟମାଟି ଥାନା ପାଣ୍ଡେରିପାଟଣା ଗ୍ରାମରେ ଘଟିଛି ଏଭଳି ଅଭାବନୀୟ ଘଟଣା । ମୃତକ ଯବାନ ଜଣଙ୍କ ହେଉଛନ୍ତି ପାଣ୍ଡେରିପାଟଣା ଗ୍ରାମର ବଂଶୀଧର ସାହୁଙ୍କ ପୁଅ କାହ୍ନୁଚରଣ ସାହୁ । କାହ୍ନୁଚରଣ ଛତିଶଗଡ଼ର ନାନ୍ଦିରେ ସି.ଆର.ପି.ଏଫ…

ରେଳ ଧାରଣାରେ ଖଣ୍ଡବିଖଣ୍ଡିତ ମୃତଦେହ: ହତ୍ୟା ନା ଆତ୍ମହତ୍ୟା କାରଣ ଖୋଜୁଛି ଜିଆରପି ପୋଲିସ

କୋରାପୁଟ : କୋରାପୁଟ ଜିଲ୍ଲା ଜରଟି ଷ୍ଟେସନ ନିକଟରେ  ଅଭାବନୀୟ ଘଟଣା ଘଟିଛି  । ରେଳ ଧାରଣାରେ ପଡିରହିଛି ଦୁଇ ବ୍ୟକ୍ତିଙ୍କ ମୃତଦେହ । ଖଣ୍ଡ ବିଖଣ୍ଡିତ ଅବସ୍ଥାରେ ଦୁଇ ଯୁବକଙ୍କ ମୃତଦେହକୁ ଉଦ୍ଧାର କରାଯାଇଛି । ବର୍ତ୍ତମାନ ପର୍ଯ୍ୟନ୍ତ ମୃତକଙ୍କର କୌଣସି ପରିଚୟ ମିଳିନି । ତେବେ ଟ୍ରେନରୁ…

ଉଧାର ଟଙ୍କା ମାଗିବାରୁ ଯୁବକଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ

ଭବନୀପାଟଣା: ମହଙ୍ଗା ପଡିଲା ଉଧାର ଟଙ୍କା ମାଗିବା । ଉଧାର ଦେଇଥିବା  ପଇସା ମାଗିବାରୁ ଯୁବକଙ୍କ ଦେହରେ ନିଆଁ ଲଗାଇଦେଲେ ଦୁର୍ବୁତ୍ତ  । ଏମିତି କିଛି ଘଟଣା ଦେଖିବାକୁ ମିଳିଛି କଳାହାଣ୍ଡି ଭବାନୀପାଟଣାରେ  । ସୂଚନା ଅନୁସାରେ ଭବାନୀପାଟଣାର ରଞ୍ଜନ ପାଢୀ ନାମକ ଜଣେ ଯୁବକ ଜଣେ ବ୍ୟକ୍ତିଙ୍କୁ ୨…

ଜାତୀୟ ପ୍ରେସ ଦିବସ: ମୁକ୍ତ ଗଣମାଧ୍ୟମ ସୁସ୍ଥ ଗଣତନ୍ତ୍ରର ଏକ ଅବିଚ୍ଛେଦ୍ୟ ଅଙ୍ଗ

ଭୁବନେଶ୍ଵର: ଆଜି ଜାତୀୟ ପ୍ରେସ ଦିବସ । ସାମ୍ବାଦିକମାନେ ହେଲେ ସମାଜର ଜାଗ୍ରତ ପ୍ରହରୀ | ଯଦି ଜାଗ୍ରତ ପ୍ରହରୀ ନିଜ କର୍ତ୍ତବ୍ୟରୁ ବିଚ୍ୟୁତ ହୁଏ ତେବେ ସମାଜ ଆଗକୁ ବଢିପାରେ ନାହିଁ। ନିରପକ୍ଷ  ଓ ନିର୍ଭୀକ ସମ୍ବାଦ ପରିବେଷଣ ସବୁ ସାମ୍ବାଦିକଙ୍କ ଆଭିମୁଖ୍ଯ ହେବା ଉଚିତ୍ । ମୁକ୍ତ ଗଣମାଧ୍ୟମ…

‘ପ୍ରମାଣ ଦିଅ,ଯାଞ୍ଚ ପାଇଁ ପ୍ରସ୍ତୁତ ଅଛୁ’-ନିଜ୍ଜର ହତ୍ୟାକୁ ନେଇ କାନାଡା ଅଭିଯୋଗ ଉପରେ କହିଲେ ଏସ ଜୟଶଙ୍କର

ନୂଆଦିଲ୍ଲୀ: ହରଦୀପ ସିଂହ ନିଜ୍ଜର ହତ୍ୟା ମାମଲାରେ ଭାରତର ସଂପୃକ୍ତିକୁ ନେଇ କାନାଡା ଅଡି ବସିଥିବାବେଳେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ମୁହଁ ଖୋଲିଛନ୍ତି । କଡା ଭାଷାରେ କାନାଡାକୁ ଜବାବ ଦେଇଛନ୍ତି ଜୟଶଙ୍କର  । କହିଛନ୍ତି, ପ୍ରମାଣ ଦିଅ, ଆମେ ଯାଞ୍ଚ ପାଇଁ ପ୍ରସ୍ତୁତ ବୋଲି…

ଭାଙ୍ଗୁଛି ଧୈର୍ଯ୍ୟର ବାଡ, ୫ଦିନ ହେବ ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ୪୦ ଶ୍ରମିକ

ଉତ୍ତରାଖଣ୍ଡ: ଧିରେ ଧିରେ ଭାଙ୍ଗୁଛି ଧୈର୍ଯ୍ୟର ବାଡ । ଗତ ୪ଦିନ ହେବ ଅନ୍ଧାରି ମୁଲକରେ ଫସି ରହିଛି ୪୦ ଜୀବନ । ଆଜି ୫ମ ଦିନରେ ବି ମୃତ୍ୟୁ ସହ ସଂଗ୍ରାମ କରୁଛନ୍ତି ଫସି ରହିଥିବା ସେହି ଶ୍ରମିକମାନେ । ଉତ୍ତରାଖଣ୍ଡର ଉତ୍ତରକାଶୀର ଟନେଲରେ ଗତ ୪ ଦିନ ଧରି ଫସି ରହିଥିବା ୪୦ ଜଣ ଶ୍ରମିକଙ୍କୁ…

ଗଭୀର ଅବପାତର ରୂପ ନେଲା ଲଘୁଚାପ : କାଲି ବାତ୍ୟାର ରୂପ ନେବା ସମ୍ଭାବନା ! ଓଡିଶାରେ ନାହିଁ ପ୍ରଭାବ

ଭୁବନେଶ୍ବର :  ଗଭୀର ଅବପାତର ରୂପ ନେଇଛି ଲଘୁଚାପ । କାଲି ଗଭୀର ଅବପାତ ଘନୀଭୂତ ହୋଇ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । କିନ୍ତୁ ଓଡିଶା ଉପରେ ଏହାର କୌଣସି ପ୍ରଭାବ ପଡିବନାହିଁ । ବାତ୍ୟା ଦିଗ ପରିବର୍ତ୍ତନ କରିଥିବାରୁ ବିଶେଷ ଭାବେ ଏହାର କୌଣସି ପ୍ରଭାବ ପଡିବନି ।…

ଇସ୍ପାତ କାରଖାନାରେ ବିସ୍ଫୋରଣ : ଶ୍ରମିକ ମୃତ

ରାଉରକେଲା: ରାଉରକେଲାସ୍ଥିତ  କଲୁଙ୍ଗା ଶୁଭମ୍‌ ଇସ୍ପାତ କାରଖାନାରେ ବିଳମ୍ବିତ ରାତିରେ ଭୟଙ୍କର ବିସ୍ଫୋରଣ ।  ବିସ୍ଫୋରଣରେ ଜଣେ ଶ୍ରମିକଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି। ସୂଚନାଥାଉ କି, ରାଉରଲକେଲା କଲୁଙ୍ଗା ଶୁଭମ ଇସ୍ପାତ କାରଖାନାରେ ଗତକାଲି ବିଳମ୍ବିତ…