୫୬ବର୍ଷ ହେବ ଜାରି ରହିଛି ଅଖଣ୍ଡ ରାମାୟଣ ପାଠ: ଭକ୍ତଙ୍କ ସହ ନିଜେ ବସି ରାମାୟଣ ଶୁଣନ୍ତି ହନୁମାନ
ଜବଲପୁର: ଭାରତ ଏକ ମନ୍ଦିର ମାଳିନୀର ଦେଶ । ଏଠାରେ ଅନେକ ମଠ ମନ୍ଦିର ରହିଛି । ବହୁ ଧର୍ମାବଲମ୍ବୀର ଲୋକ ଏଠାରେ ବସବାସ କରନ୍ତି । ପ୍ରତ୍ୟେକ ଦିନ ଅନେକ ସଂଖ୍ୟାରେ ପର୍ଯ୍ୟଟକ ଐତିହାସିକ ସ୍ଥଳୀ କୁହନ୍ତୁ ବା ମଠ ମନ୍ଦିର ବୁଲିବାକୁ ଯାଆନ୍ତି । କିନ୍ତୁ ଏସବୁ ମନ୍ଦିର ପଛରେ ଯେଉଁ…